ଭାଇରସ ଯଦି ରୂପ ବଦଳାଏ, ତେବେ ଏହାର ପ୍ରଭାବ ଅଧିକା ରହିବ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ତୃତୀୟ ଲହର ଆସିଲେ ବି ଦ୍ଵିତୀୟ ଲହର ଭଳିଆ ନ ହେଇପାରେ। ଯଦି ଭାଇରସ ରୂପ ବଦଳାଏ ତାହା ହେଲେ ପ୍ରଭାବ ଅଧିକ ରହିବ। ଯଦି ରୂପ ନ ବଦଳାଏ ତାହାହେଲେ ଏତେ ପ୍ରଭାବ ରହିବ ନାହିଁ। ବିଭିନ୍ନ ମଡେଲ ଭିନ୍ନ ଭିନ୍ନ ଆକଳନ କରୁଛନ୍ତି। କେଉଁ ମଡେଲ କହୁଛି ଦେଶରେ ଦିନକୁ ୪ରୁ ୫…