Browsing Tag

corona

ହ୍ରାସ ପାଉଛି ସଂକ୍ରମଣ : ରାଜ୍ୟରେ ଆଉ ୩୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦ୍ରୁତ ଗତିରେ କରୋନାର ଦୈନିକ ସଂକ୍ରମଣ ହ୍ରାସ ପାଉଛି। ୨୪ ଘଣ୍ଟାରେ ଆଉ ୩୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୦,ସଙ୍ଗରୋଧରୁ ୨୦,ସ୍ଥାନୀୟ ୧୨ । ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨,୮୭,୬୪୦କୁ ବୃଦ୍ଧି…

ରାଜ୍ୟରେ ୨୪ ଘଣ୍ଟାରେ ୫୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୬୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି।…

ଦକ୍ଷିଣ କୋରିଆରେ କରୋନା ସ୍ଥିତି ଚିନ୍ତାଜନକ

ନୂଆଦିଲ୍ଲୀ : କରୋନା ସଂକ୍ରମଣର ଏବେ ଦକ୍ଷିଣ କୋରିଆରେ ତାଣ୍ଡବ ରଚିଛି । ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୯୦ ଲକ୍ଷ ଅତିକ୍ରମ କରିସାରିଛି । ଅର୍ଥାତ ୧୪ ଲକ୍ଷ ଲୋକ କେବଳ ୩ ଦିନ ମଧ୍ୟରେ ଚିହ୍ନଟ ହୋଇଛନ୍ତି । ଗତ ଗୁରୁବାର ଠାରୁ ଶନିବାର ମଧ୍ୟରେ ଦକ୍ଷିଣ କୋରିଆରେ ୧୪ ଲକ୍ଷ ନୂଆ କରୋନା ପଜିଟିଭ…

ଜୁନ ୨୨ରେ ଆସିବ କରୋନାର ଚତୁର୍ଥ ଲହର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜୁନ ୨୨ ବେଳକୁ ଦେଶରେ କରୋନାର ଚତୁର୍ଥ ଲହର ଆସିବ ବୋଲି ବିଶେଷଜ୍ଞମାନେ କହୁଛନ୍ତି । ତେବେ ଏହା କେତେ ଗୁରୁତର ହେବ ସେ ନେଇ କିଛି ସ୍ପଷ୍ଟ ହୋଇପାରି ନାହିଁ । ଆଇଆଇଟି କାନପୁରର ରିପୋର୍ଟ ଅନୁସାରେ, ଚତୁର୍ଥ ଲହର ଆତି କମରେ ୪ ମାସ ଧରି ଜାରି ରହିବ । ଅଗଷ୍ଟ ୧୫ରୁ…

ରାଜ୍ୟରେ ଆଜି ୩ ହଜାର ୪୫୦ ଆକ୍ରାନ୍ତ ଚିହ୍ନଟ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ହଜାର ୪୫୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨ ହଜାର ୧୨ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧ ହଜାର ୪୩୮ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି । ସେହିପରି ରାଜ୍ୟରେ ୨୪ ଘଣ୍ଟାରେ ୭…

ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୦୫୭ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ଆଜି ୧୧ ହଜାର ୧୭୭ ପଜିଟିଭ୍ ଚିହ୍ନଟ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୨୪ ଘଣ୍ଟାରେ ୧୧ ହଜାର ୧୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟାରେ ରାଜ୍ୟରେ ୩ ଜଣଙ୍କର ମଧ୍ୟ ମୃତ୍ୟୁ ହୋଇଛି । ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଥିବା ମୋଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୪୭୯ କେସ୍ ଚିହ୍ନଟ ହୋଇଥିବାବେଳେ…

୪୮୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ଦୈନିକ ସଂକ୍ରମଣ ୫ ହଜାର ମୁହାଁ ହୋଇଛି। ଦିନକରେ ଏତେ ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେବା ଚିନ୍ତାର ବିଷୟ । ଗତ ୨୪ ଘଣ୍ଟାରେ ୪୮୨୯ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ…

ଦେଶରୁ ଆଜି ଦେଢ଼ଲକ୍ଷରୁ ଅଧିକ ସଂକ୍ରମିତ ଚିହ୍ନଟ, ୩୨୭ ଜଣଙ୍କ ମୃତ୍ୟୁ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦେଶରେ ବଢୁଛି କରୋନା ସଂକ୍ରମଣ ମାମଲା । ଓମିକ୍ରନ୍ ମାମଲା ମଧ୍ୟ ବଢ଼ି ବଢ଼ି ଚାଲିଛି । ବିଗତ ୨୪ ଘଣ୍ଟାରେ କରୋନାର ୧ ଲକ୍ଷ ୫୯ ହଜାର ୬୩୨ଟି ନୂଆ ମାମଲା ଚିହ୍ନଟ ହୋଇଛି । ୨୪ ଘଣ୍ଟାରେ ୩୨୭ ଜଣଙ୍କ କୋଭିଡରେ ମୃତ୍ୟୁ ହୋଇଛି । ଏଥିସହ ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ…

ରାଜଧାନୀ ସଂକ୍ରମଣରେ ଲାଗିବ ବ୍ରେକ୍: କଠୋର ହେଲା କମିଶନରେଟ୍ ପୁଲିସ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଦେଖାଦେଲାଣି ତୃତୀୟ ଲହର ଆଶଙ୍କା। ଦୈନିକ ନୂଆ ନୂଆ କେସ୍ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏପରିକି ରାଜ୍ୟରେ କରୋନା ପାରା ବି ଉପରମୁହାଁ ହେବାରେ ଲାଗିଛି। ଏହାରି ଭିତରେ ସରକାର ନାଇଟ କର୍ଫ୍ୟୁ ଲଗାଇଛନ୍ତି। ଆଜି ରାତି ୯ଟାରୁ ଏହି ନାଇଟ କର୍ଫ୍ୟୁ…