ବିଜେଡିରେ ଯୋଗ ଦେଲେ ବିଶିଷ୍ଟ ଶିଳ୍ପପତି ସନ୍ତୃପ୍ତ ମିଶ୍ର
ବିଜେଡିରେ ଯୋଗ ଦେଲେ ବିଶିଷ୍ଟ ଶିଳ୍ପପତି ସନ୍ତୃପ୍ତ ମିଶ୍ର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟଶୈଳୀ ଓ ବିକାଶମୂଳକ କାମରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଇଛନ୍ତି ସନ୍ତୃପ୍ତ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ସନ୍ତୃପ୍ତ । ଦଳରେ…