Browsing Tag

Correction of Voter list started

ଆରମ୍ଭ ହେଲା ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୨୦୧୯ ନିର୍ବାଚନ କୁ ଦୃଷ୍ଟିରେ ରଖି ଆଜିଠାରୁ ରାଜ୍ୟରେ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର କହିଛନ୍ତି, ଭୋଟର ତାଲିକା ଗୁଡିକୁ ସଂଶୋଧନ କରାଯିବା…