ରାଜ୍ୟରେ ଚିହ୍ନଟ ହେଲେ ୪୨୦୯ କରୋନା ସଂକ୍ରମିତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ୪୨୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୫୫୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…