ରାଜ୍ୟରେ ବନ୍ଦ ହେବ କୋଭିଡ କେୟାର ସେଣ୍ଟର
ଓଡ଼ିଶା ଫାଷ୍ଟ(ବ୍ୟୁରୋ):କୋଭିଡ୍ କେୟାର ସେଣ୍ଟରକୁ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଲେ ରାଜ୍ୟ ସରକାର। ଏନେଇ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଜିଲ୍ଲାପାଳ ଓ ପୌର କମିଶନରମାନଙ୍କୁ ଚିଠି ଲେଖିଛନ୍ତି ସ୍ଵାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର। ଚିଠିରେ କୋଭିଡ କେୟାର ସେଣ୍ଟର ଓ ଟିଏମସିକୁ ବନ୍ଦ…