ଅଲିମ୍ପିକ୍ସରେ ସାମିଲ ହେଲା କ୍ରିକେଟ୍
ଅଲିମ୍ପିକ୍ସରେ ସାମିଲ ହେଲା କ୍ରିକେଟ୍ । ୨୦୨୮ରେ ଲସ୍ ଆଞ୍ଜେଲସରେ ହେବାକୁଥିବା ଅଲିମ୍ପିକ୍ସ ପାଇଁ ଟି-୨୦ ଫର୍ମାଟକୁ ଅନୁମୋଦନ ମିଳିଛି । ମୁମ୍ବାଇରେ ଆୟୋଜିତ ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟିର ବୈଠକରେ ଏହି ନିଷ୍ପତି ନିଆଯାଇଛି । କ୍ରିକେଟ୍ ବ୍ୟତୀତ ଆଉ ୪ଟି କ୍ରୀଡ଼ାକୁ ଅଲିମ୍ପିକ୍ସରେ…