Browsing Tag

Cuttack MP Bhartruhari Mahtab joined BJP

ବିଜେପିରେ ମିଶିଲେ ଭର୍ତ୍ତୃହରି ମହତାବ

ପଦ୍ମ ଧରିଛନ୍ତି ନିକଟରେ ବିଜେଡିରୁ ଇସ୍ତଫା ଦେଇଥିବା କଟକ ସାଂସଦ ଭର୍ତ୍ତୃହରି ମହତାବ । ଦିଲ୍ଲୀସ୍ଥିତ ବିଜେପିର ମୁଖ୍ୟାଳୟରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଶ୍ରୀ ମହତାବ ବିଧିବଦ୍ଧଭାବେ ବିଜେପିରେ ସାମିଲ ହୋଇଛନ୍ତି । ଏହି ମିଶ୍ରଣ ପର୍ବରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା,…