ବାଂଲାଦେଶ ଉପକୂଳ ଅତିକ୍ରମ କଲା ବାତ୍ୟା ହାମୁନ୍
ବାଂଲାଦେଶ ଉପକୂଳ ଅତିକ୍ରମ କଲା ବାତ୍ୟା ହାମୁନ୍ । ଅତି ଭୀଷଣ ବାତ୍ୟା ହାମୁନ୍ ଦୁର୍ବଳ ହୋଇ ବାତ୍ୟା ଭାବେ ଉପକୂଳ ଅତିକ୍ରମ କରିଛି । ରାତି ଗୋଟାଏ ୩୦ରୁ ୨ଟା ୩୦ ମଧ୍ୟରେ ଦକ୍ଷିଣ ଚିଟାଗଙ୍ଗ ନିକଟରେ ଉପକୂଳ ଅତିକ୍ରମ କରିଛି ବାତ୍ୟା ହାମୁନ୍ । ଏହି ସମୟରେ ପବନର ଘଂଟାପ୍ରତି ବେଗ ୭୫ରୁ ୮୫…