ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ "ମୋନ୍ଥା' ଉତର - ଉତରପୂର୍ବ ଗୋପାଳପୁର ଠାରୁ ୫୩୦ କି.ମି ଦୂରରେ ରହିଥିବା ବେଳେ ଏହା ଆନ୍ଧ୍ର ପ୍ରଦେଶ ମୁହାଁ ହୋଇଛି ଏବଂ ମଙ୍ଗଳବାର ରାତି ୧୧ ଟାରୁ ୧.୦୦ଟା ମଧ୍ୟରେ ଦକ୍ଷିଣ ବିଶାଖାପାଟଣା ଉପକୂଳ ଦେଇ ଅତିକ୍ରମ କରିବ ବୋଲି…