ପାକିସ୍ତାନ ମୁହାଁ ହେଉଛି ବାତ୍ୟା ବାୟୁ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ଉପକୂଳରେ ଲାଣ୍ଡଫଲ କରିବନି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହା ଏବେ ପାକିସ୍ତାନ ଆଡ଼କୁ ମୁହାଁଇଥିବା ସୂଚନା ମିଳିଛି । ‘ବାୟୁ’ ଗୁଜରାଟର ସମୁଦ୍ର ଉପକୂଳ ଦେଇ…