ବାତ୍ୟାର ପବନ ଥିଲା କେତେ ଭୟଙ୍କର ଦେଖନ୍ତୁ ଭିଡ଼ିଓ
https://youtu.be/KfUVxsJkU18
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବାତ୍ୟା ‘ୟାସ୍’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି ରହିଛି । ଧାମରାର ଉତ୍ତର ଆଡକୁ ଗତି କରୁଛି ବାତ୍ୟା ‘ୟାସ୍’ । ରେମୁଣା-ବାହାନଗା ମଧ୍ୟରେ ବାତ୍ୟା ‘ୟାସ୍’ ଲ୍ୟାଣ୍ଡଫଲ୍ କରୁଛି । ଦିନ ୧ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା…