ଡାଏଟରେ ସାମିଲ କରନ୍ତୁ ଏହିସବୁ ଜିନିଷ: ବୟସ ହେବା ଯାଏଁ ଝଡିବନି କେଶ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କେଶ ଝାଡ଼ିବା ବର୍ତ୍ତମାନ ସମୟରେ ଏକ ସାଧାରଣ ସମସ୍ୟା ହୋଇଗଲାଣି। କେଶ ଝଡା ରୋକିବା ଏବଂ ଚିକିତ୍ସା କଥା ପଡିଲେ ଅନେକ ଲୋକ ନିଜର ଖାଦ୍ୟକୁ ଅଣଦେଖା କରୁଥିବା ମାମଲା ସାମ୍ନାକୁ ଆସେ । ପୁଷ୍ଟିକର ଖାଦ୍ୟ ଅଭାବରୁ କେଶ ଝଡ଼ିବା ଆରମ୍ଭ ହୋଇଥାଏ । କିନ୍ତୁ ସଠିକ୍ ଖାଦ୍ୟ…