ମାଟ୍ରିକ ପାସ କଲେ ଦାନ ମାଝୀଙ୍କ ଝିଅ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ପ୍ରକାଶିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍ସେସ୍ (କିସ୍)ର ଫଳାଫଳ ଶତ ପ୍ରତିଶତ ହୋଇଛି। ସ୍କୁଲ୍ର ୬୨୯ ଛାତ୍ରଛାତ୍ରୀ ୭୦ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି। ରାଜ୍ୟ ଫଳାଫଳ ୯୭.୮୯ ପ୍ରତିଶତ…