ବିଜୟା ଦଶମୀରେ ସିନ୍ଦୁର ଖେଳ
ଓଡ଼ିଆ ପରମ୍ପରା ଅନୁଯାୟୀ ଆସନ୍ତାକାଲି ଦେବୀଙ୍କୁ ମେଲାଣି ଦିଆଯିବ। କିନ୍ତୁ ବଙ୍ଗୀୟ ପରମ୍ପରା ଅନୁସାରେ ଦେବୀଙ୍କୁ ଆଜି ବିଦାୟ ଦିଆଯାଇଥାଏ। ତେବେ ମେଲାଣି ପୂର୍ବରୁ ସିନ୍ଦୁର ଖେଳର ଏକ ନିଆରା ପରମ୍ପରା ରହିଥାଏ। ମହିଳାମାନେ ପରସ୍ପର ମୁହଁରେ ସିନ୍ଦୁର ଲଗେଇ ଦଶହରା ଉତ୍ସବର ଶେଷ ପର୍ବକୁ…