Browsing Tag

Date announced for Padmapur bypoll; Polling on December 5

ପଦ୍ମପୁର ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ଡିସେମ୍ବର ୫ରେ ମତଦାନ, ନଭେମ୍ବର ୧୦ରେ ବିଜ୍ଞପ୍ତି ପ୍ରକାଶ

ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା । ଡିସେମ୍ବର ୫ରେ ହେବ ପଦ୍ମପୁର ଉପନିର୍ବାଚନ । ଏହି ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର । ଖବର ଅନୁଯାୟୀ, ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ ହେବାକୁ ଯାଉଛି । ଏଥିଲାଗି ନଭେମ୍ବର ୧୦ରେ ପ୍ରକାଶ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ।…