ଝିଅ ବିବାହ ସହାୟତା ୨୫ ହଜାରରୁ ୫୦ ହଜାରକୁ ବୃଦ୍ଧି । ନିର୍ମାଣ ଶ୍ରମିକମାନଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ…
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ନିର୍ମାଣ ଶ୍ରମିକମାନଙ୍କ ପକ୍ଷରୁ ନବୀନ ନିବାସ ଠାରେ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ୫୦୦ରୁ ଉର୍ଦ୍ଧ୍ବ ମହିଳା ଓ ପୁରୁଷ ଶ୍ରମିକ ସୁରକ୍ଷା ପୋଷାକ ପିନ୍ଧି ନବୀନ ନିବାସ ଠାରେ ପହଞ୍ଚିଥିଲେ…