ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଅଣ୍ଡରଓ୍ବାର୍ଲ୍ଡ ଡନ୍ ଦାଉଦ ଇବ୍ରାହିମ୍
ଅଣ୍ଡରୱାର୍ଲଡ ଡନ୍ ଦାଉଦ୍ ଇବ୍ରାହିମ୍ ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ରହିଛି । କେହି ବିଷ ଦେଇ ହତ୍ୟା କରିବାକୁ ଉଦ୍ୟମ କରିଥିବା ଅନୁମାନ କରାଯାଉଛି । ଗୁରୁତର ଅବସ୍ଥାରେ ତାଙ୍କୁ ପାକିସ୍ତାନର କରାଚିସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିଷକ୍ରିୟା…