Browsing Tag

Dead body found from Bhubaneswar ISCON temple toilet

ଭୁବନେଶ୍ୱର ଇସ୍କନ ମନ୍ଦିର ପରିସରରୁ ମୃତଦେହ ଉଦ୍ଧାର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳ ସ୍ଥିତ ଇସ୍କନ ମନ୍ଦିର ପରିସରରୁ ଝୁଲନ୍ତା ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକଙ୍କ ନାଁ ବାବୁ ସାହୁ ସେ ମନ୍ଦିରରେ ସୁଇପର ଭାବେ କାର୍ଯ୍ୟ କରୁଥିଲେ । ସୂଚନା ଅନୁଯାୟୀ, ଗଞ୍ଜାମ ଜିଲ୍ଲା ଶେରଗଡ଼ର ବାବୁ…