କୁଆଖାଇ ନଦୀ ପଠାରୁ ବାହାରିଲା ପୁରୁଷଙ୍କ ମୃତଦେହ
ଓଡ଼ିଶାଫାଷ୍ଟ (ବ୍ୟୁରୋ):କୁଆଖାଇ ନଦୀପଠାରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମୃତଦେହ ଉଦ୍ଧାର ହୋଇଛି । ମୃତଦେହ ଜଣେ ପୁରୁଷଙ୍କ ହୋଇଥିବା ବେଳେ ପୋଷ୍ଟମର୍ଟମ ପାଇଁ ମରଶରୀରକୁ ଏମ୍ସ ପଠାଯିବ ବୋଲି ଡିସିପି କହିଛନ୍ତି । ଅନ୍ୟ ପକ୍ଷରେ ଜୋନ୍ ଏସିପି, ଆଇଆଇସି, ସାଇଣ୍ଟିଫିକ୍ ଟିମ୍, ସ୍ପେଶାଲ…