Browsing Tag

dead in fire at Moradabad

୩ ମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ; ଜଳିଗଲେ ୫ଜଣ

ଉତ୍ତର ପ୍ରଦେଶର ମୋରଦାବାଦରେ ଭୟାବହ ଅଗ୍ନିକାଣ୍ଡ। ଏକ ୩ ମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ ଜଣ ପ୍ରାଣ ହରାଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଅଗ୍ନିକାଣ୍ଡ। ସୂଚନା ମୁତାବକ, ହଠାତ୍‌ ବିଲଡିଂରେ ନିଆଁ ଲାଗି ଯାଇଥିଲା।…