Browsing Tag

dearness allowance increased by 3%

ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ଭେଟି, ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରିଥିବା ଘୋଷଣା କରିଛନ୍ତି । ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ୦୧.୦୭.୨୦୨୧ରୁ…