ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍. ଏମ୍. ରାଜେନ୍ଦ୍ରନ୍ଙ୍କ ପରଲୋକ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍.ଏମ୍. ରାଜେନ୍ଦ୍ରନଙ୍କର ଶନିବାର ଚେନ୍ନାଇ ଠାରେ ପରଲୋକ ହୋଇଯାଇଛି । ଶନିବାର ଦିନ ୧୨.୩୦ ସମୟରେ ତାଙ୍କର ପରଲୋକ ହୋଇଛି । ୧୯୯୯ ମସିହାର ଅଭୁତପୂର୍ବ ମହାବାତ୍ୟାର ପରେ ପରେ ଶ୍ରୀଯୁକ୍ତ ରାଜେନ୍ଦ୍ରନ୍ ଓଡିଶାର…