ଶ୍ରାବଣ ପ୍ରଥମ ସୋମବାରରେ ଅଘଟଣ; ଜଣେ ବୋଲବମ କାଉଡିଆଙ୍କ ମୃତ୍ୟୁ
ଶ୍ରାବଣ ପ୍ରଥମ ସୋମବାରରେ ଶିବ ମନ୍ଦିରରେ ଅଘଟଣ । ଝାଡେଶ୍ୱର ମନ୍ଦିରରେ ବୋଲବମ କାଉଡିଆଙ୍କ ମୃତ୍ୟୁ । ମନ୍ଦିରରେ ଶୋଇଥିବା ଅବସ୍ଥାରେ ବୋଲବମ କାଉଡିଆଙ୍କ ମୃତ୍ୟୁ । ଦେବଗଡ ପ୍ରସିଦ୍ଧ ଶୈବପୀଠ ଝାଡେଶ୍ୱର ମନ୍ଦିରରେ ଘଟିଛି ଏହି ଅଘଟଣ । ମୃତକ ଜଣକ ହେଲେ ଦେବଗଡ ଜିଲା କୁଣ୍ଢେଇଗୋଳା ଦେଓଝରଣର…