Browsing Tag

death toll rises to 13

ପୁରୀ ବାଣ ବିସ୍ଫୋରଣ ଘଟଣା, ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ସେପଟେ ବର୍ତମାନ ସୁଦ୍ଧା ୧୭ ଜଣ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ ଏସଆରସି କାର୍ଯ୍ୟାଳୟ ତରଫରୁ ସୂଚନା ମିଳିଛି । ଆଜି ସକାଳେ ୨ ଜଣଙ୍କର ମୃତ୍ୟୁ…