ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ସମ୍ମିଳନୀରେ ଯୋଗଦେବେ
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ସମ୍ମିଳନୀରେ ଯୋଗ ଦେବେ ନବୀନ । ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…