ଡେଲିଭରୀ ବୟ୍ଙ୍କୁ ଅପହରଣ ମାମଲା: ମଧ୍ୟପ୍ରଦେଶରୁ ଠାବ, ଅପହରଣ ନାଟକ ରଚିଥିଲା ପତିତପାବନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଲିଙ୍ଗପୁରର ସ୍ୱିଗୀ ଡେଲିଭରୀ ବୟଙ୍କୁ ଅପହରଣକୁ ନେଇ ସସ୍ପେନ୍ସ । ମଧ୍ୟପ୍ରଦେଶରୁ ପତିତପାବନଙ୍କୁ ଠାବ କଲା ପୋଲିସ । ରେଲୱେ ପୋଲିସ ସହାୟତାରେ ଉଦ୍ଧାର କଲା ଧଉଳି ଥାନା ପୋଲିସ । ଅନ୍ୟ ଜଣେ ସାଥୀକୁ ମଧ୍ୟ ଠାବ କରିଛି ପୋଲିସ । ପତିତପାବନକୁ ଆଣିବାକୁ ଯାଇଛି ଟିମ ।…