ଆଗାମୀ ୩ ଦିନ ପଡ଼ିବ ଘନ କୁହୁଡ଼ି
ଆଗାମୀ ତିନି ଦିନ ରାଜ୍ୟର କିଛି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ସେଥିପାଇଁ ସଂପୃକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି। ସେହିପରି ଆଗାମୀ ୬ ଦିନ ଯାଏ ଅର୍ଥାତ୍ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ହେବାର…