Browsing Tag

dhamendra-pradhan

୨୨ଟି ଆଂଚଳିକ ଭାଷାରେ ଦୈନିକ ବ୍ୟବହାରିକ କଥା ଶିଖିବେ ଛାତ୍ରଛାତ୍ରୀ – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର:  ଦେଶରେ ଦୈନନ୍ଦିନ ବ୍ୟବହୃତ ହେଉଥିବା ସାଧାରଣ କଥା ଗୁଡିକୁ ଏଣିକି ୨୨ଟି ଆଂଚଳିକ ଭାଷାରେ ସ୍କୁଲ ଛାତ୍ରଛାତ୍ରୀମାନେ ଶିଖିପାରିବେ । ଏଥିପାଇଁ ଆଜି ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଏକ ଭାରତ ଶ୍ରେଷ୍ଠ ଭାରତ ଅନ୍ତର୍ଗତ ଭାଷା ସଂଗମ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି…

ଦୁଇ ଦିନିଆ ଜାମ୍ମୁ ଓ କାଶ୍ମୀର ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଦୁଇ ଦିନିଆ ଜାମ୍ମୁ ଓ କାଶ୍ମୀର ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଇ ଦିନିଆ ଜାମ୍ମୁ ଓ କାଶ୍ମୀର ଗସ୍ତରେ ଅଛନ୍ତି ।  ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଦାୟିତ୍ବ…

ଗାନ୍ଧୀ ଜୟନ୍ତୀରେ ଗ୍ରାମ୍ୟ ଅର୍ଥନୀତିକୁ ଆଗକୁ ନେବା ପାଇଁଭୋକାଲ୍ ଫର୍ ଲୋକାଲକୁ ମାଧ୍ୟମ କରିବା -ଧର୍ମେନ୍ଦ୍ର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପୂଣ୍ୟ ଜନ୍ମ ଦିବସ ଅବସରରେ ସମସ୍ତେ ଗ୍ରାମ୍ୟ ଅର୍ଥନୀତିକୁ ଆଗକୁ ନେବା ପାଇଁ ଭୋକାଲ୍ ଫର୍ ଲୋକାଲକୁ ମାଧ୍ୟମ କରିବା ପାଇଁ ସଂକଳ୍ପ କରିବାକୁ ଗାନ୍ଧୀ ଜୟନ୍ତୀର ଅବ୍ୟବହିତ ପୂର୍ବରୁ ଏକ ଭିଡିଓ ବାର୍ତା ଜରିଆରେ ଜନସାଧାରଣଙ୍କୁ ଆହ୍ୱାନ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସୀମା ବିବାଦର ସମାଧାନ ପାଇଁ ଦେଲେ…

ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ ଜଗନ ମୋହନ ରେଡ୍ଡୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆନ୍ଧ୍ରପ୍ରଦେଶ ଏବଂ ଓଡିଶା ସୀମାବର୍ତ୍ତୀ ଜିଲ୍ଲା କୋରାପୁଟ ଏବଂ ଗଜପତିରେ ଗାଁକୁ ନେଇ ସୃଷ୍ଟି ହୋଇଥିବା ବିବାଦର ଆପୋଷ ସମାଧାନ ପାଇଁ କେନ୍ଦ୍ର ମନ୍ତ୍ରୀ ଚିଠି…

ରବି ଫସଲ କରୁଥିବା ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ବଡ଼ ଉପହାର- ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବୁଧବାର ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ବର୍ଷ ୨୦୨୨-୨୩ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମଏସପି) ବୃଦ୍ଧି ଏବଂ ବୟନ ଶିଳ୍ପ ପାଇଁ ୧୦ ହଜାର ୬୮୩ କୋଟି ଟଙ୍କାର ଉତ୍ପାଦନଭିତିକ ପ୍ରୋତ୍ସାହନ (ପିଏଲଆଇ) ଯୋଜନାକୁ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡିଶାରେ ସ୍ନାତକ (ୟୁଜି) ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ କଲ୍ୟାଣ ଏବଂ କ୍ୟାରିୟରକୁ ଦୃଷ୍ଟିରେ ରଖି ସ୍ନାତକ ଶେଷ…

ଗବେଷଣା ପାଇଁ ୫ ବର୍ଷରେ ୫୦ ହଜାର କୋଟି ଖର୍ଚ୍ଚ କରିବାର ଯୋଜନା : ଧର୍ମେନ୍ଦ୍ର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭାରତ ସରକାର ଦେଶରେ ଗବେଷଣା ପରିସଂସ୍ଥାନକୁ ଅଧିକ କ୍ରିୟାଶୀଳ ଏବଂ ସୁଦୃଢ଼ କରିବା ପାଇଁ ନୂଆ ଜାତୀୟ ଶିକ୍ଷା ନୀତି (ଏନଇପି-୨୦୨୦) ଅନ୍ତର୍ଗତ ରାଷ୍ଟ୍ରୀୟ ଗବେଷଣା ଅନୁଷ୍ଠାନ(ଏନଆରଏଫ) ଗଠନ କରିବା ସହ ଆଗାମୀ ୫ ବର୍ଷ ମଧ୍ୟରେ ୫୦ ହଜାର କୋଟିରୁ ଉର୍ଦ୍ଧ୍ୱ ଟଙ୍କା…