Browsing Tag

Dhamnagar by-election; 10.25 percent polling by 9 am

ଧାମନଗର ଉପନିର୍ବାଚନ; ସକାଳ ୯ଟା ସୁଦ୍ଧା ୧୦.୨୫ ପ୍ରତିଶତ ମତଦାନ

ଧାମନଗର ବିଧାନସଭା ଉପନିର୍ବାଚନ ଲାଗି ଭୋଟଗ୍ରହଣ ଜାରି ରହିଛି। ସକାଳ ୯ଟା ସୁଦ୍ଧା ୧୦.୨୫ ପ୍ରତିଶତ ମତଦାନ ହୋଇଥିବା ନେଇ ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏଭଳି ମତଦାନର ଧାରା ବଜାୟ ରହିଲେ, ମତଦାନ ଶେଷ ସୁଦ୍ଧା ୭୦ ପ୍ରତିଶତ ଭୋଟର ନିଜର ମତଦାନ ଅଧିକାର ସାବ୍ୟସ୍ତ…