ଆସନ୍ତାକାଲି ପ୍ରକାଶ ପାଇଁ ଧାମନଗର ଉପନିର୍ବାଚନର ଫଳାଫଳ; ସକାଳ ୮ଟାରୁ ଭୋଟ ଗଣତି
ଆସନ୍ତାକାଲି ଆସିବ ଧାମନଗର ଉପନିର୍ବାଚନର ରାୟ । ଏଥିପାଇଁ ଆରମ୍ଭ ହୋଇଯାଇଛି କାଉଣ୍ଟଡାଉନ୍ । ଇଭିଏମରେ ପ୍ରାର୍ଥୀ ଭାଗ୍ୟ ସିଲ ଥିବା ବେଳେ ଫଳାଫଳକୁ ରହିଛି ଅପେକ୍ଷା । ଉପନିର୍ବାଚନ ଭୋଟ ଗଣତି ପାଇଁ ଚୂଡ଼ାନ୍ତ ହୋଇଛି ପ୍ରସ୍ତୁତି । ଭଦ୍ରକ ସଂସ୍କୃତି ଭବନରେ ଭୋଟ୍ ଗଣତି ପାଇଁ ବ୍ୟବସ୍ଥା…