କାଳିଆ ଛାତ୍ରବୃତ୍ତି ଯୋଜନାକୁ ଧର୍ମେନ୍ଦ୍ରଙ୍କ ସମାଲୋଚନା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସରକାରଙ୍କ କାଳିଆ ଛାତ୍ରବୃତ୍ତି ଯୋଜନା ଏକ ବାହାନା ଓ ଏହା କେବଳ ନିର୍ବାଚନୀ ଧୂଆଁବାଣ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୁଖ୍ୟମନ୍ତ୍ରୀ କାଳିଆ ଛାତ୍ରବୃତ୍ତି ଯୋଜନାର ଶୁଭାରମ୍ଭ କରି ଚାଷୀ ପରିବାରର ପିଲାଙ୍କୁ ବଡ଼ ସ୍ବପ୍ନ ଦେଖଉଛନ୍ତି ।…