ସମ୍ବଲପୁର ଗସ୍ତରେ ଯାଇ ମା’ ସମଲେଇଙ୍କ ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ
ଓଡ଼ିଶା ଲୋକସଭା ନିର୍ବାଚନ ପାଇଁ ବିଜେପି ତାହାର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ସମ୍ବଲପୁର ଲୋକସଭା ଆସନ ପାଇଁ ଧର୍ମେନ୍ଦ୍ର ପ୍ରଧାନ ପ୍ରାର୍ଥୀ ହେବା ନେଇ ବିଜେପି ପକ୍ଷରୁ ତାଲିକା ମଧ୍ୟ ପ୍ରକାଶ ପାଇଛି । ଏହାପରେ ସମ୍ବଲପୁର ଗସ୍ତରେ ଅଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…