Browsing Tag

Dharmendra Pradhan

ମୋଦି ସରକାରଙ୍କ ପଦକ୍ଷେପ ଦେଶର କୃଷି ଶିଳ୍ପକୁ ତ୍ୱରାନ୍ୱିତ କରିବ: ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦେଶର ୮.୫ କୋଟିରୁ ଉର୍ଦ୍ଧ୍ୱ ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ଆର୍ଥିକ ସହାୟତାର ଷଷ୍ଠ କିସ୍ତି ଜାରି କରିଥିବାରୁ ଏବଂ କୃଷି ଭିତ୍ତିଭୂମି ପାଣ୍ଠି ଅଧୀନରେ ୧ ଲକ୍ଷ କୋଟିର ଆର୍ଥିକ ସୁବିଧା ଶୁଭାରମ୍ଭ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

କଷ୍ଟ ହେଲେ ମଧ୍ୟ ଅସୀମ ଧୈର୍ଯ୍ୟ ରଖି ସମସ୍ତଙ୍କ ମନକୁ ଜିତି ସମାଜକୁ ବୁଝାଇବା ଦରକାର: ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):କରୋନା ପାଇଁ ଲୋକଙ୍କୁ ସଚେତନ କରିବା ଦାୟିତ୍ୱରେ ଥିବା ଓଡିଶାର ପ୍ରଶାସନିକ ଅଧିକାରୀମାନେ କଷ୍ଟ ହେଲେ ମଧ୍ୟ ଅସୀମ ଧୈର୍ଯ୍ୟ ରଖି ସମସ୍ତଙ୍କ ମନକୁ ଜିତି ସମାଜକୁ ବୁଝାଇବା କାମରେ ଲାଗିବା ଦରକାର ବୋଲି ସାମାଜିକ ଗଣମାଧ୍ୟମରେ ଏକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ କହିଛନ୍ତି…

କେବଳ ସାମୂହିକ ବିକାଶ ନୁହେଁ ପ୍ରତ୍ୟକ୍ଷ ବ୍ୟକ୍ତି ପିଛା କଲ୍ୟାଣକାରୀ ଯୋଜନା କରି ଉଦାହରଣ ତିଆରି କରିଛନ୍ତି ମୋଦି :…

ଓଡ଼ିଶା ଫାଷ୍ଟ(ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ରାସ୍ତାଘାଟ, ରେଳ, ବିମାନ ସେବା ଓ ଶିଳ୍ପ କ୍ଷେତ୍ରରେ କେବଳ ସାମୂହିକ ବିକାଶ କରିବା ନୁହେଁ ବରଂ ପ୍ରତ୍ୟକ୍ଷ ଘର ଏବଂ ବ୍ୟକ୍ତି ପିଛା କଲ୍ୟାଣକାରୀ ଯୋଜନା କରି ନୂଆ ଉଦାହରଣ ତିଆରି କରିପାରିଛନ୍ତି ବୋଲି ରାଜ୍ୟସ୍ତରୀୟ…

ଆତ୍ମନିର୍ଭର ଭାରତ ନିର୍ମାଣରେ ପ୍ରାକୃତିକ ଗ୍ୟାସର ବଡ ଭୂମିକା: ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରଧାନମନ୍ତ୍ରୀ କୋଭିଡ୍ ଚ୍ୟାଲେଞ୍ଜକୁ ସୁଯୋଗରେ ପରିଣତ କରିବା ପାଇଁ ଆତ୍ମନିର୍ଭର ଭାରତ ଅଭିଯାନ ଆରମ୍ଭ କରିଛନ୍ତି । ଆତ୍ମନିର୍ଭର ଭାରତ ନିର୍ମାଣ ଦିଗରେ ପ୍ରାକୃତିକ ଗ୍ୟାସର ମହତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ବୁଧବାର ଆନ୍ତର୍ଜାତିକ ଉର୍ଜା ଏଜେନ୍ସି (ଆଇଇଏ)…

ସ୍ୱଚ୍ଛ, ବିକଳ୍ପ ଓ ସ୍ୱଦେଶୀ ଉର୍ଜା ସମାଧାନର ଲାବରୋଟୋରି ହେବ: ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହରିୟାଣା ମୁଖ୍ୟମନ୍ତ୍ରୀ ମୋନହର ଲାଲ୍ ଖଟ୍ଟରଙ୍କ ସହ ଫରିଦାବାଦ ଠାରେ ଇଣ୍ଡିଆନ ଅଏଲ ଟେକ୍ନୋଲୋଜି ଡେଭଲପମେଂଟ୍ ଆଣ୍ଡ୍ ଡିପ୍ଲୋଏମେଟ୍ ସେଂଟରର ଦ୍ୱିତୀୟ ଆର୍ ଏବଂ ଡି…

ଘରେ ପରିବାର ସହ ଯୋଗ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ। ଜୁନ ୨୧ ତାରିଖରେ ସାରା ଦୁନିଆରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳନ କରାଯାଏ । ୨୦୧୫ ମସିହା ଜୁନ ୨୧ ତାରିଖରେ ପ୍ରଥମଥର ପାଇଁ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳନ କରାଯାଇଥିଲା । ପ୍ରଥମଥର ପାଇଁ ଯୋଗ ଦିବସ ଡିଜିଟାଲ ଉପାୟରେ ପାଳନ…

ଗଞ୍ଜାମ , ଭଦ୍ରକ, ବଲାଙ୍ଗିର ଏବଂ ବାଲେଶ୍ୱର ଜିଲ୍ଲାର ପ୍ରବାସୀ ଶ୍ରମିକଙ୍କୁ ମିଳିବ ରୋଜଗାର: ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରବାସୀ ଶ୍ରମିକଙ୍କ କଲ୍ୟାଣକୁ ସର୍ବଦା ଦୃଷ୍ଟିରେ ରଖି ଶ୍ରମିକମାନଙ୍କୁ କାମ ଦେବା ଓ ସେମାନଙ୍କ ଆତ୍ମସମ୍ମାନର ସୁରକ୍ଷା ତଥା ଗ୍ରାମୀଣ ବିକାଶର ଅପାର ସମ୍ଭାବନା ଗୁଡିକୁ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ…

ନୟାଗଡରେ ଠାବ ୫୦୦ ବର୍ଷ ତଳ ମନ୍ଦିରର ପୁନଃଉଦ୍ଧାର ଏବଂ ସ୍ଥାନାନ୍ତରଣ ପାଇଁ ପତ୍ର : ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନୟାଗଡ ଜିଲ୍ଲାର ମହାନଦୀ ଗର୍ଭରେ ଠାବ ହୋଇଥିବା ୫୦୦ ବର୍ଷ ତଳ ପ୍ରାଚୀନ ଗୋପିନାଥ ମନ୍ଦିରର ପୁନଃଉଦ୍ଧାର କରାଯିବା ସହ ମନ୍ଦିରକୁ ଅନ୍ୟ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ଭାରତୀୟ ପ୍ରତ୍ନତାତ୍ୱିକ ସର୍ବେକ୍ଷଣ ସଂସ୍ଥାର ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ…

ଭାରତ ନିଜେ ଆତ୍ମନିର୍ଭର ହେଲେ ହିଁ ବିଶ୍ୱର ଆବଶ୍ୟକତାକୁ ପୂରଣ କରିବ: ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭାରତ ନିଜେ ଆତ୍ମନିର୍ଭର ହେଲେ ହିଁ ବିଶ୍ୱର ଆବଶ୍ୟକତାକୁ ପୂରଣ କରିପାରିବ ବୋଲି ମଙ୍ଗଳବାର ଇସ୍ପାତ ମନ୍ତ୍ରଣାଳୟ ଏବଂ ଫିକି ପକ୍ଷରୁ ଆୟୋଜିତ ୱେବିନାରରେ ଯୋଗଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେହିପରି ଘରୋଇ ଇସ୍ପାତ ବ୍ୟବହାର ବୃଦ୍ଧି ଏବଂ…

ଦେଶର ପ୍ରଥମ ଅନଲାଇନ ବିତରଣ ଆଧାରିତ ଗ୍ୟାସ ଟ୍ରେଡିଂ ପ୍ଲାଟଫର୍ମ – ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଏକ ଅନଲାଇନ୍ ସମାରୋହରେ ଇଣ୍ଡିଆନ ଗ୍ୟାସ ଏକ୍ସଚେଞ୍ଜ(ଆଇଜିଏକ୍ସ) ର ଶୁଭାରମ୍ଭ କରିଛନ୍ତି। ଏହା ଦେଶବ୍ୟାପୀ ପ୍ରଥମ ଅନଲାଇନ୍ ବିତରଣ ଆଧାରିତ ଗ୍ୟାସ ଟ୍ରେଡିଂ ପ୍ଲାଟଫର୍ମ ଏବଂ ଏହିନୂଆ ଇଲେକ୍ଟ୍ରୋନିକ୍ ଟ୍ରେଡିଂ…