ଆମ ଓଡ଼ିଶା ନବୀନ ଓଡ଼ିଶାରେ ସାମିଲ ହେଲା ସୁନ୍ଦରଗଡ, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ୱକାଂକ୍ଷୀ ଯୋଜନା 'ଆମ ଓଡିଶା ନବୀନ ଓଡିଶା' । ପ୍ରତି ପଞ୍ଚାୟତ, ପ୍ରତି ଗାଁର ବିକାଶ ରହିଛି ଏହି କାର୍ଯ୍ୟକ୍ରମର ଫୋକସ୍ । ରାଜ୍ୟର ଗାଁ ଓ ପଞ୍ଚାୟତର ଭିତ୍ତିଭୂମି…