୧୦୦ ମିଟର ଦୌଡରେ ସପ୍ତମ ସ୍ଥାନରେ ଦୂତୀ ଚାନ୍ଦ
ନିରାଶ କଲେ ଓଡ଼ିଶାର ଦୌଡ଼ରାଣୀ ଦୂତୀ ଚାନ୍ଦ । ଟୋକିଓ ଅଲିମ୍ପିକ୍ସ ଶହେ ମିଟର ରେସ୍ ହିଟ ରାଉଣ୍ଡରେ ନିରାଶ କଲେ ଦୂତୀ। ଶହେ ମିଟର ଦୌଡ଼ (ରାଉଣ୍ଡ-୧)ର ହିଟ-୫ରେ ସେ ଦୌଡ଼ିଥିଲେ । ଶହେ ମିଟର ଅତିକ୍ରମ କରିବା ପାଇଁ ସେ ୧୧.୫୪ ସେକେଣ୍ଡ ନେଇଥିଲେ । ଫଳରେ ତାଙ୍କ ୨ୟ ରାଉଣ୍ଡକୁ ଯିବାର ଆଶା…