ସନ୍ଧ୍ୟାରେ ମୁଣ୍ଡଳିରେ ପହଞ୍ଚିବ ହୀରାକୁଦ ପାଣି
ଆଜି ସନ୍ଧ୍ୟାରେ ମୁଣ୍ଡଳିରେ ପହଞ୍ଚିବ ହୀରାକୁଦରୁ ଛଡ଼ା ଯାଇଥିବା ପାଣି । ଏହାପରେ ମୁଣ୍ଡଳିରେ ୧୦ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ ବୋଲି ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର।
ସେ କହିଛନ୍ତି, ହୀରାକୁଦ୍ ଡ୍ୟାମରୁ ୪୦ଟି ଗେଟ୍ ଦେଇ ଜଳ ନିଷ୍କାସନ…