ଡାଏବେଟିସ ରୋଗକୁ ନିୟନ୍ତ୍ରଣ କରିବାର ସହଜ ଉପାୟ
ଆୟୁର୍ବେଦରେ ଅଦାକୁ ସବୁଠାରୁ ଗୁରୁତ୍ବପୂର୍ଣ ଜଡିବୁଟି ଭାବରେ ଗଣାଯାଇଛି । ଔଷଧୀୟ ଗୁଣର ଭଣ୍ଡାର ହେଉଛି ଅଦା ଯାହା ଭୋକ ବଢାଇବାରେ ମଧ୍ୟ ସାହାଯ୍ୟ କରିଥାଏ । ଥଣ୍ଡା ଏବଂ କାଶ ବ୍ୟତୀତ ଅଦା ଶ୍ବାସ ଜନିତ ରୋଗ, ଗଣ୍ଠି ଯନ୍ତ୍ରଣା ଏବଂ ବାନ୍ତି ଭଳି ସମସ୍ୟାରୁ ମଧ୍ୟ ମୁକ୍ତି ଦେଇଥାଏ । ଯଦି ଆପଣ…