ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ଉଡ଼ିଲା ବିମାନ; ପତାକା ଦେଖାଇ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ଉଡ଼ିଲା ବିମାନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଦେଖାଇ ଭୁବନେଶ୍ୱରରୁ ଦୁବାଇ ବିମାନ ଉଡ଼ାଣର ଶୁଭାରମ୍ଭ କରିଛନ୍ତି । ୧୭୦ ଯାତ୍ରୀଙ୍କୁ ନେଇ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଦୁବାଇ ଅଭିମୁଖେ ଉଡ଼ାଣ କରିଛି ଇଣ୍ଡିଗୋ ବିମାନ । ଏହି…