Browsing Tag

District officials can open schools after seeing the weather conditions

ଏଣିକି ପାଣିପାଗର ସ୍ଥିତି ଦେଖି ଜିଲ୍ଲାପାଳମାନେ ସ୍କୁଲ୍ ଖୋଲିପାରିବେ

ପାଗ ବିଗୁଡୁଥିବାରୁ ସମଗ୍ର ରାଜ୍ୟରେ ଆସନ୍ତାକାଲି ସ୍କୁଲ୍ ଖୋଲିବା ନିଷ୍ପତ୍ତି ବଦଳାଇଛନ୍ତି ରାଜ୍ୟ ସରକାର। ସ୍କୁଲ୍ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳଙ୍କ ଉପରେ ଛାଡ଼ିଛନ୍ତି। ପାଣିପାଗର ସ୍ଥିତି ଦେଖି ଜିଲ୍ଲାପାଳମାନେ ସ୍କୁଲ୍ ଖୋଲିପାରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ରାଜ୍ୟର…