Browsing Tag

Disturbance in face; Form a 3-member committee to investigate the incident

ଆଡ଼ପ ପହଣ୍ଡିରେ ଅଘଟଣ; ଘଟଣାର ତଦନ୍ତ କରିବା ପାଇଁ ୩ ଜଣିଆ ଏକ କମିଟି ଗଠନ

ଆଡ଼ପ ପହଣ୍ଡିରେ ଅଘଟଣ ନେଇ ପରିଚାଳନା କମିଟିରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୁଧବାର ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଘଟଣାର ତଦନ୍ତ କରିବା ପାଇଁ ୩ ଜଣିଆ ଏକ କମିଟି ଗଠନ କରାଯାଇଛି। ଜଣେ ଏଡିଏମ୍‌, ଉନ୍ନୟନ…