Browsing Tag

dmet-reaction-on-corona-case-in-odisha

ଖୋର୍ଦ୍ଧା ଓ କଟକରେ ଅନ୍‌ଲକ୍‌ ସମ୍ଭାବନା କମ୍‌- DMET

ଓଡ଼ିଶା ଫାଷ୍ଟ (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିଛି । କିନ୍ତୁ ଯେତେ ପରିମାଣର ଆଶା କରାଯାଉଥିଲା , ସେତେ ପରିମାଣରେ କମିନି ସଂକ୍ରମଣ । ଓଡିଶାରେ ଏବଂ ୧୬ଶହରୁ ୧୭ଶହରେ ସ୍ଥିର ରହିଛି ଦୈନିକ ସଂକ୍ରମଣ । ଖାସ୍‌ କରି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ ୩ ଅଙ୍କ ତଳକୁ ଆସୁନି । ତେଣୁ…