ସୂର୍ଯ୍ୟାସ୍ତ ପରେ ଭୁଲରେ ମଧ୍ୟ କରିବେନି ଏହିସବୁ କାମ, ନହେଲେ ଘରକୁ ମାଡିଆସିବ ଦରିଦ୍ର୍ୟତା
ଶାସ୍ତ୍ରରେ ସୂର୍ଯ୍ୟାସ୍ତ ପରେ କିଛି କାମ କରିବାକୁ ନିଷେଧ କରାଯାଇଛି । କୁହାଯାଏ ଯେ ଏହା ଦ୍ୱାରା ଜୀବନରେ ଅନେକ ସମସ୍ୟା ସୃଷ୍ଟି ହୋଇପାରେ । ଏହା ବ୍ୟତୀତ ଆପଣଙ୍କୁ ସ୍ୱାସ୍ଥ୍ୟ ଓ ଆର୍ଥିକ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ଆସନ୍ତୁ ଜାଣିବା ସୂର୍ଯ୍ୟାସ୍ତ ପରେ କେଉଁ କେଉଁ କାମ କରିବାରୁ…