Browsing Tag

Dog sterilization surgery to start soon

ଖୁବ୍‌ଶୀଘ୍ର ଆରମ୍ଭ ହେବ କୁକୁର ବନ୍ଧ୍ୟାକରଣ ଅସ୍ତ୍ରୋପଚାର, ରହିତାଦେଶ ଉଠାଇଲେ ହାଇକୋର୍ଟ

ଖୁବ୍‌ଶୀଘ୍ର ଆରମ୍ଭ ହେବ କୁକୁର ବନ୍ଧ୍ୟାକରଣ ଅସ୍ତ୍ରୋପଚାର । ଏନେଇ ବିଏମ୍‌ସିକୁ ସବୁଜ ସଙ୍କେତ ଦେଇଛନ୍ତି ହାଇକୋର୍ଟ । କୁକୁର ବନ୍ଧ୍ୟାକରଣ ଉପରେ ଥିବା ରହିତାଦେଶ ଉଠାଇ ଦେଇଛନ୍ତି ହାଇକୋର୍ଟ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସବୁ ରାଜ୍ୟରେ ପ୍ରାଣୀ ବନ୍ଧ୍ୟାକରଣ କମିଟି ଗଠନ ହେବା…