Browsing Tag

Don’t call Bhai to seniors

ଅଫିସରେ ଭାଇ ଡାକିଲେ ହେବ କାର୍ଯ୍ୟାନୁଷ୍ଠାନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଅଫିସରେ ସିନିଅରମାନଙ୍କୁ ଭାଇ ଡାକିବା ମନା । ଏଭଳି ନିର୍ଦ୍ଦେଶ ଜାରି କରିଛନ୍ତି ରାଜ୍ୟ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ନିର୍ଦ୍ଦେଶକ ରତ୍ନାକର ରାଉତ । ରାଜ୍ୟ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ନିର୍ଦ୍ଦେଶକ ରତ୍ନାକର ରାଉତଙ୍କ ନିର୍ଦ୍ଦେଶ ଅନୁଯାୟୀ, ଅଫିସ ସମୟ…