ଡାଏଟିଂରେ ସାମିଲ କରନ୍ତୁ ନାହିଁ ଏହି ସବୁ ଫଳ
ଆଜିକାଲି ଅଧିକାଂଶ ଲୋକଙ୍କ ସବୁଠାରୁ ବଡ ମୁଣ୍ଡବିନ୍ଧାର କାରଣ ହେଉଛି ଓଜନ ବଢ଼ିଯିବା। ଓଜନ କମାଇବା ଏବଂ ପତଳା ହେବା ପାଇଁ ଲୋକେ ଅନେକ ଜିନିଷ ଖାଇବା ଛାଡି ଦିଅନ୍ତି, ଡାଏଟିଂ ମଧ୍ୟ କରନ୍ତି। ଡାଏଟିଂ କରିବା ବେଳେ ତେଲ ଯୁକ୍ତ ଖାଦ୍ୟ ଛାଡି ଫଳ ଖାଇବା ଆରମ୍ଭ କରିଦିଅନ୍ତି ଏବଂ ଭାବନ୍ତି ଯେ ଫଳ…