ପଞ୍ଚଭୂତରେ ଵିଲୀନ ହେଲେ ପଦ୍ମଶ୍ରୀ ଅଜୟ ପରିଡା
ପଞ୍ଚଭୂତରେ ଵିଲୀନ ହେଲେ ପଦ୍ମଶ୍ରୀ ଡ.ଅଜୟ ପରିଡା । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଜନ୍ମମାଟି ଯାଜପୁର ଭଗବାନପୁରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହି ଶ୍ରଦ୍ଧାଜଳି ଜ୍ଞାପନ କରିଥିଲେ ।
ଗୌହାଟୀରେ ଏକ ସରକାରୀ କାର୍ୟ୍ୟକ୍ରମରେ ସାମିଲ ହେବାକୁ ଯାଇଥିଲେ…