ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଦ୍ରୌପଦୀ ମୁର୍ମୁ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ନେଇ ରହିଛି କାର୍ଯ୍ୟକ୍ରମ
ଆସନ୍ତାକାଲି ଓଡ଼ିଶା ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଦିନ ୧୦ଟାରେ ବିମାନ ବନ୍ଦରରେ ପହଞ୍ଚିବା ପରେ ନବୀନ ନିବାସ ଯିବେ ମୁର୍ମୁ । ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିବା ପରେ ବିଧାନସଭା ଯିବେ । ବିଧାନସଭାର ୫୪ ନମ୍ବର କକ୍ଷରେ ଏଥିପାଇଁ ସ୍ୱତନ୍ତ୍ର…