‘ଅଭ୍ୟାସ’ର ସଫଳ ପରୀକ୍ଷଣ: ଡିଆରଡିଓକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଚାନ୍ଦିପୁର ଆଇଟିଆରରୁ ‘ଅଭ୍ୟାସ’ ଡ୍ରୋନର ପରୀକ୍ଷଣ ସଫଳ ହୋଇଛି । ଏ ନେଇ ଡିଆରଡିଓକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପରୀକ୍ଷଣ ଦେଶର ପ୍ରତିରକ୍ଷା ବ୍ୟବସ୍ଥାକୁ ଆହୁରି ଅଧିକ ସଶକ୍ତ କରିବ ବୋଲି ସେ ଟ୍ୱିଟ୍ରେ ଉଲ୍ଲେଖ କରିଛନ୍ତି…