ପ୍ରଥମରୁ ଅଷ୍ଟମ ସ୍କୁଲ ପିଲାଙ୍କ ପାଇଁ ପୋଷାକ ଗାଇଡଲାଇନ୍
ଚଳିତ ଶିକ୍ଷାବର୍ଷରେ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ପୋଷାକ ଗାଇଡଲାଇନ ଜାରି କରାଯାଇଛି । ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଏଥିରେ ସାମିଲ କରାଯିବ ।
ପ୍ରଥମ ଶ୍ରେଣୀ ଠାରୁ ଅଷ୍ଟମ…